୧ମ କରନ୍ତିୟ 13:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।