6 ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ ।
ମୁଇ ତମ୍କେ ସତ୍ କଇଲିନି, ଜେଡେବଲ୍ ସେ ମେଣ୍ଡା ମିଲାଇସି, ଆଜି ନ ରଇଲା ନବେ ନଅଟା ମେଣ୍ଡାର୍ ପାଇ ତାର୍ ଜେତ୍କି ସାର୍ଦା, ଏ ଗଟେକ୍ ମେଣ୍ଡାର୍ ପାଇ ସେ ଅଦିକ୍ ସାର୍ଦା ଅଇସି ।
ସେଟାର୍ପାଇ ସେ ଲକ୍ମନ୍ ବେସି ସାର୍ଦା ଅଇକରି ତାକେ ଡାବୁ ଦେବାକେ ରାଜି ଅଇଲାଇ ।
ଜନ୍ ଲକ୍ମନ୍ ଏନ୍ତି ଚଲାଚଲ୍ତି କର୍ବାଇ ସେମନ୍ ମରିଜିବାଟା ନିକ । ପରମେସରର୍ ଏ ନିୟମ୍ ସେମନ୍ ଜାନ୍ଲେ ମିସା ଏନ୍ତିସେ ଚଲାଚଲ୍ତି କର୍ବାଇ, ଅବ୍କା ସେଟା ନଏଁ, ମାତର୍ ଏନ୍ତି ଚଲାଚଲ୍ତି କର୍ବା ଲକର୍ ବାଟେ ଅଇକରି, ସାର୍ଦା ସଙ୍ଗ୍ ଏଟା ଟିକ୍ ବଲି ସେମନ୍କେ କଇବାଇ ।
ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।
ମାତର୍ ଏଟା ମର୍ପାଇ କାଇଟା ନାଇ । ସେମନ୍ ସତଇସେ କଲେ କି ବୁଲ୍ କାମର୍ ପାଇ କଲେ ମିସା, କିରିସ୍ଟର୍ ବିସଇର୍ କବର୍ ଜାନାଇ ଅଇଲେ, ସେଟା ମୁକିଅ ବିସଇ । ଆରି ସେଟାର୍ପାଇ ମୁଇ ସାର୍ଦା ସଙ୍ଗ୍ ରଇବି ।
ପାର୍ତନା କଲାବେଲେ ସବୁତର୍ ତମର୍ପାଇ ସାର୍ଦାସଙ୍ଗ୍ ପାର୍ତନା କଲିନି ।
କାଇକେ ବଇଲେ ମୁଇ ତମ୍କେ ଆଗ୍ତୁ କେତେତର୍ କଇ ସାରାଇଆଚି, ଆରି ଏବେ ବେସି ଦୁକର୍ ସଙ୍ଗ୍ କାନ୍ଦିକରି କଇଲିନି, ବେସି ଲକ୍ କିରିସ୍ଟର୍ ବିରଦି ଇସାବେ ଚଲାଚଲ୍ତି କର୍ବାଇ ।
ଜେନ୍ତିକି ଜନ୍ ଲକ୍ମନ୍ ସତ୍ ବିସଇ ବିସ୍ବାସ୍ ନ କରି ମିଚ୍ ବିସଇ ବିସ୍ବାସ୍ କରି ସାର୍ଦା ଅଇବାଇ, ସେମନ୍ ସବୁଲକ୍ ଏ ରକାମ୍ ଡଣ୍ଡ୍ ପାଇବାଇ ।
ଆମର୍ ବାବା ପର୍ମେସର୍ ଆମ୍କେ ତିଆର୍ଲାପାରା ତମର୍ କେତେଟା ପିଲାଟକିମନ୍ ତାର୍ ସତ୍ବାଟେ ଇଣ୍ଡ୍ଲାଇନି ବଲି ସୁନିକରି ମୁଇ ବେସି ସାର୍ଦା ଅଇଲି ।