୧ମ କରନ୍ତିୟ 14:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବେ ବାଇମନ୍କେ ଆଲାଦ୍ କର୍ବାକେ ତମର୍ ସବୁ ବପୁ ସାରାଆ । ସୁକଲ୍ଆତ୍ମା ଜନ୍ ସବୁ ବପୁ ଦେଲାନି, ସେଟା ପାଇବାକେ ମିସା ମନ୍ କରା । ସେ ବିତ୍ରେ ଅନି ପର୍ମେସରର୍ ବାକିଅ ଜାନାଇବା ବପୁ ପାଇବାକେ ମନ୍ କରା । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।