10 ଏ ଜଗତେ କେତେକ୍ କେତେକ୍ ବାସା ଆଚେ । ଆରି ସେଟାର୍ ସବୁର୍ ଅରତ୍ ଆଚେ ।
ମାତର୍ କାତାଅଇରଇବା ବାସା ଜଦି ମୁଇ ବୁଜି ନାପାର୍ଲିନି, ସେ ବାସାଇ କାତା ଅଇବା ଲକ୍ମନ୍ ମର୍ ଅଚିନାର୍ ଲକ୍ ପାରା, ମୁଇ ମିସା ସେମନର୍ପାଇ ଅଚିନାର୍ ପାରା ।
ସେନ୍ତାରିସେ ନ ବୁଜ୍ବା କାତା କଇଲେ, ତମେ କାଇଟା କାତା ଅଇଲାସ୍ନି ବଲି କେ ବୁଜି ନାପାରତ୍ । ତମର୍ କାତା ପବନ୍ ଉଡାଇନେଲା ପାରା ଅଇସି ।