୧ମ କରନ୍ତିୟ 14:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତେବେ ତମେ ଜେନ୍ତାରିକି ସୁକଲ୍ ଆତ୍ମାର୍ ବିନ୍ ବିନ୍ ରକାମର୍ ଦାନ୍ ପାଇବାକେ ମନ୍ କଲାସ୍ନି, ସେ ସବୁର୍ ଟାନେଅନି ଜନ୍ ସବୁ ଦାନ୍ ତମର୍ ମଣ୍ଡଲିକେ ଡାଟ୍ କରାଇସି, ସେ ଦାନ୍ ବାଇବାକେ ଚେସ୍ଟା କରା । အခန်းကိုကြည့်ပါ။ |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।
ତମେ ସବୁଲକ୍ ନାଜାନ୍ଲା ବାସାଇ କାତା ଅଇଲେ ମୁଇ ସାର୍ଦା ଅଇବି । ମାତର୍ ପର୍ମେସରର୍ ବାକିଅ ଜାନାଇବାକେ ବପୁ ଉଆ ବଲି ମୁଇ ଅଦିକ୍ ମନ୍ କଲିନି । କାଇକେବଇଲେ ପର୍ମେସରର୍ ବାକିଅ ପାଇକରି ଜାନାଇବା ଲକ୍, ନାଜାନ୍ବା ବାସାଇ କାତା ଅଇବା ଲକର୍ ଟାନେଅନି ମୁକିଅ । ଜଦି ମଣ୍ଡଲିର୍ କେ ମିସା ସେ କଇଲା ବିସଇର୍ ଅରତ୍ ନ ବୁଜାଇବାଜାକ ଗୁଲାଇ ମଣ୍ଡଲି ସାଇଜ ନଏଁ ।