14 କାଇକେବଇଲେ ମୁଇ ଜଦି ନାଜାନ୍ବା ବାସାଇ ପାର୍ତନା କର୍ବି, ମର୍ ଆତ୍ମା ପାର୍ତନା କଲାନି । ମାତର୍ ମର୍ ବୁଜ୍ବାର୍ ବପୁ ତେଇ ମିସେନାଇ ।
ତେବେ ଜେ ନାଜାନ୍ଲା ବାସାଇ କାତା ଅଇସି, ସେ କାତା ଅଇଲାଟା ବୁଜାଇବା ଦାନ୍ ମିଲ ବଲି ପାର୍ତନା କର ।
ମାତର୍ ମଣ୍ଡଲିର୍ ଉପାସନା ବେଲାଇ, ନାଜାନ୍ଲା ବାସାଇ ଅଜାର୍ ଅଜାର୍ ପଦ୍ ନ କଇକରି ସବୁଲକ୍ ବୁଜ୍ଲା ପାରା ପାଁଚ୍ଟା ପଦ୍ କଇବାଟା ନିକ ।
କାଇକେବଇଲେ ଜେ ନାଜାନ୍ଲା ବାସା ସଙ୍ଗ୍ କାତା ଅଇସି, ସେ ଲକ୍ମନର୍ ସଙ୍ଗ୍ ନାଇ, ମାତର୍ ପର୍ମେସର୍ ସଙ୍ଗ୍ କାତା ଅଇଲାନି । କାଇକେବଇଲେ ତାର୍ କାତା କେ ମିସା ବୁଜତ୍ ନାଇ । ସେମନ୍ ଆତ୍ମାର୍ ବପୁର୍ ସଙ୍ଗ୍ ଲୁଚ୍ତେ ରଇବା ସତ୍ ବିସଇ କାତା ଅଇଲାଇନି ।