୧ମ କରନ୍ତିୟ 14:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଜଦି ସବୁଲକ୍ ପର୍ମେସର୍ ଜାନାଇଲା କାତା କଇଲାସ୍ନି, ଜଦି ତେଇ ଗଟେକ୍ ବିସ୍ବାସ୍ ନ କଲା ଲକ୍ କି ଗଟେକ୍ ମାମୁଲି ଲକ୍ ଆଇଲେ, ତେବେ ସେ ନିଜର୍ ପାପର୍ ବିସଇର୍ ଚେତ୍ନା ପାଇସି । ଆରି ସେ ସୁନ୍ଲା ସବୁ ବିସଇର୍ କାତାଇଅନି ତାକେ ବିଚାର୍ ଅଇସି । အခန်းကိုကြည့်ပါ။ |