28 ଜଦି ସେଟା ବୁଜାଇବାକେ ତେଇ କେ ନାଇ, ସେ ଉପାସନାଇ ଚୁପ୍ ଅଇ ରଅ । ସେ ଅବ୍କା ମନେ ମନେ ପର୍ମେସରର୍ ସଙ୍ଗ୍ କାତା ଅ ।
ଜଦି କେ ନାଜାନ୍ଲା ବାସାଇ କାତା ଅଇଲେ, ଦୁଇ ତିନ୍ ଲକର୍ ତେଇଅନି ଅଦିକ୍ ଲକ୍ ନ କଅତ୍ । ଆରି ଗଟେକ୍ ଲକର୍ ପଚେ ଗଟେକ୍ ଲକ୍ କଇବାର୍ ଆଚେ । ଆରି ସେ କାତା ବୁଜାଇ ଦେବା ଲକ୍ ମିସା ତେଇ ରଇବାର୍ ଆଚେ ।
ଜଦି ପର୍ମେସରର୍ଟାନେଅନି କାତା ପାଇ, ଜାନାଇବା ଲକ୍ ଆଚତ୍, ତେବେ ଦୁଇ ଲକ୍ କି ତିନ୍ ଲକ୍ ରଇବାର୍ । ସେ ବେଲାଇ ତେଇ ରଇଲା ଲକ୍ମନ୍ ସେ ବାକିଅ ବିଚାର୍ କର୍ବାର୍ ଆଚେ ।
ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ ।