29 ଜଦି ପର୍ମେସରର୍ଟାନେଅନି କାତା ପାଇ, ଜାନାଇବା ଲକ୍ ଆଚତ୍, ତେବେ ଦୁଇ ଲକ୍ କି ତିନ୍ ଲକ୍ ରଇବାର୍ । ସେ ବେଲାଇ ତେଇ ରଇଲା ଲକ୍ମନ୍ ସେ ବାକିଅ ବିଚାର୍ କର୍ବାର୍ ଆଚେ ।
ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ ।
କାକେ କାକେ କାବାଅଇଜିବା କାମ୍ କରିପାର୍ବା ବପୁ, କାକେ କାକେ ପର୍ମେସର୍ ଜାନାଇଲା କାତା କଇବା ବପୁ, କେତେ ଲକ୍କେ ଆତ୍ମା ଦେଇରଇବା ଦାନ୍ ଚିନ୍ବା ବପୁ, ଆରି କେତେକ୍ ଲକ୍କେ ସେ ନାଜାନି ରଇବା ବିନ୍ ବିନ୍ ବାସାଇ କାତା କଇବା ବପୁ, ଆରି କେତେକ୍ ଲକ୍କେ ସେ ବାସାର୍ ଅରତ୍ ବୁଜାଇବା ବପୁ ଦେଇରଇସି ।
ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
ଜଦି ସେଟା ବୁଜାଇବାକେ ତେଇ କେ ନାଇ, ସେ ଉପାସନାଇ ଚୁପ୍ ଅଇ ରଅ । ସେ ଅବ୍କା ମନେ ମନେ ପର୍ମେସରର୍ ସଙ୍ଗ୍ କାତା ଅ ।
ମାତର୍ ଉପାସନାତେଇ ରଇବା ଜଦି କାକେ ଅଟାତ୍ ପର୍ମେସରର୍ ଟାନେ ଅନି କାତା ପାଇସି, ତେବେ ବାକିଅ କଇତେରଇବା ଲକ୍ ତେଇ ବନ୍ଦ୍ କରିରଇବାର୍ ଆଚେ ।
ମାତର୍ ପର୍ମେସରର୍ ବାକିଅ ଜାନାଇବା ଦାନ୍, ଜାନାଇବା ଲକର୍ ତଲିଆ ରଇବା ଦର୍କାର୍ ।
କେ ଜଦି ତମର୍ ବିତ୍ରେ ପର୍ମେସରର୍ ବାକିଅ ଜାନାଇବା ଲକ୍ କି ସୁକଲ୍ ଆତ୍ମା ଅନି ଦାନ୍ ପାଇଲିଆଚି ବଲି ବାବ୍ସି, ସେନ୍ତିଆଲେ ମୁଇ ତମ୍କେ ଜାଇ ଜାଇଟା ଲେକ୍ଲିନି, ସେ ସବୁ ଜେ ମାପ୍ରୁର୍ ଆଦେସ୍, ଏଟା ସେ ଜାନ୍ବାର୍ ଆଚେ ।
ସେଟାର୍ପାଇ ଏ ବାଇବଇନିମନ୍ ପର୍ମେସରର୍ କାତା ଜାନାଇବାକେ ମନ୍ କରା, ମାତର୍ ନ ବୁଜ୍ବା ବାସାଇ କାତା କଇବାକେ କାକେ ନିଚୁ ବଲି କୁଆନାଇ ।