40 ତମର୍ ସବୁ କାମ୍ ଟିକ୍ ବାବେ ଆରି ଅର୍ସା ସଙ୍ଗ୍ କର୍ବାର୍ ଦର୍କାର୍ ।
ବେସିଆମନର୍ ଦଲେ ମିସ୍ବାର୍ ନାଇ, ମାତୁଆଲ୍ମନର୍ ଦଲେ ଜିବାର୍ ନାଇ, ବିନ୍ ମାଇଜିମନର୍ ସଙ୍ଗ୍ ମିସିରଇବାର୍ ନାଇ, ଲାଗାଜଡା ଅଇବାର୍ ନାଇ ଆରି ଇଁସା ଅଇବାର୍ ନାଇ । ଆମେ ଜେତ୍କି ଲକ୍ ଉଜ୍ଲେ ରଇଆଚୁ, ଟିକ୍ ସଙ୍ଗ୍ ଚଲାଚଲ୍ତି କରୁ ।
ଜଦି କେ ବୁକେ ଆଚେ, ସେ ନିଜର୍ ଗରେ କାଇକରି ଆଇବାର୍ ଆଚେ । ଜେନ୍ତିକି ତମେ ରୁଣ୍ଡ୍ଲାବେଲେ ପର୍ମେସରର୍ ଡଣ୍ଡ୍ ତମର୍ ଉପ୍ରେ ନ ଆସେ । ଆରି ରଇଲା ବିନ୍ ବିନ୍ ବିସଇମନ୍ ମୁଇ ଆଇଲେ, ପଚେ ବୁଜାଇ ଦେବି ।
କାଇକେବଇଲେ ଗାଗଡ୍ ଇସାବେ ମୁଇ ତମର୍ ସଙ୍ଗ୍ ନ ରଇଲେ ମିସା ଆତ୍ମା ଇସାବେ ଆଚି । ତମେ କିରିସ୍ଟକେ ଡାଟ୍ସଙ୍ଗ୍ ବିସ୍ବାସ୍ କଲାଟା ଆରି ଗଟେକ୍ ମନ୍ ଅଇରଇବାଟା ଦେକି ମୁଇ ବେସି ସାର୍ଦା ଅଇଲିନି ।
କିରତେ ତକେ ରଇଜା ବଲି ମୁଇ କଇରଇଲି । ଜେତ୍କି ସବୁ କାମ୍ କରିସାରାଇବାକେ ମକେ ବେଲା ନ ରଇଲା, ସେଟା କରିସାରାଇବାକେ ମୁଇ ସେନ୍ତାରି କଲି । ଏଟା ଅଇଲାନି ପର୍ତୁମ୍ ବିସଇ । କିରତେ ରଇବା ସବୁ ଜାଗାର୍ ମଣ୍ଡଲିମନ୍କେ ପାର୍ଚିନ୍ ଇସାବେ ଲକ୍ମନ୍କେ ବାଚ୍ । ମୁଇ ତର୍ ସଙ୍ଗ୍ ରଇଲାବେଲେ ଏ ବିସଇନେଇ ତକେ ତିଆରି ରଇଲି ।