7 ସେନ୍ତାରିସେ ବାଉଁସି ଆରି ଡୁଡୁଙ୍ଗା ପାରା ଜିବନ୍ ନ ରଇବା ବାଇଦ୍ ବିସଇ ବାବିଦେକୁ, ସେଟା ଜଦି ବାଜନ୍ତେଇ ବିନ୍ ସର୍ ନ ରଇଲେ, ସେଟା ବାଜ୍ଲାନି ବଲିକରି ଜାନି ନଏ ।
“ଆମେ ବିବା ବାଜା ବାଜାଇଲୁ, ମାତର୍ ତମେ ନାଟ୍ କରାସ୍ ନାଇ । ଦୁକର୍ ଗିତ୍ ଗାଇଲୁ ତମେ କାନ୍ଦାସ୍ ନାଇ ।
ଜନ୍ ପିଲାମନ୍ ଡାଣ୍ଡେବାଟେ ବସି ସେମନ୍ ସେମନ୍ ଡାକାଡାକିଅଇ କୁଆକୁଇ ଅଇବାଇ, “ ଅଇରେ, ଆମେ ତମର୍ଲଗେ ବାଉଁସି ପୁକ୍ଲୁ, ତମେ ନାଟ୍ କରାସ୍ନାଇ, ଦୁକର୍ ଗିତ୍ ଗାଇଲୁ, ତମେ କାନ୍ଦାସ୍ନାଇ, ସେମନ୍ ତାକର୍ପାରା ।
ଜଦି ମୁଇ ଲକ୍ମନର୍ ବାସାଇ କି ସରଗର୍ ଦୁତ୍ମନର୍ ବାସାଇ କାତା ଅଇବି । ମର୍ ବାଇମନ୍କେ ମୁଇ ଆଲାଦ୍ ନ କରି ବଇଲେ, ମର୍ କାତା ଚୁଚାଇସେ, ଜେନ୍ତିକି ଗଟେକ୍ ସବଦ୍ ଅଇକରି ବାଜ୍ବା ଗଁଟା ପାରା ।
ତେବେ ଏ ବାଇବଇନିମନ୍ ମୁଇ ତମର୍ଟାନେ ଆଇଲାବେଲେ, ଜଦି ନାଜାନ୍ଲା ବାସାଇ କାତା କଇଲେ, ତମ୍କେ କେନ୍ତି ଡାଟ୍ କରାଇବି ? ମୁଲ୍କେ ନାଇ, ଜଦି ମୁଇ ପର୍ମେସର୍ ଟାନେଅନି ପାଇଲା ବାକିଅ, କି ଗିଆନ୍, କି ବବିସତ୍ କାତା ସିକ୍ବା ବିସଇ ନ ଜାନାଇଲେ, ତେବେ ତମ୍କେ କେନ୍ତି ଡାଟ୍ କରାଇବି ?
ସେନ୍ତାରିସେ ସନିଅମନ୍ ଜନ୍ ବାଁକା ବାଜାଇବାଇ, ଜଦି ତାର୍ ସବଦ୍ ଟିକ୍ ନାଇ, ଜୁଇଦେ ଜିବାଜେ କେ ମିସା ଜାଗ୍ରତ୍ ନ ଅଅତ୍ ।