8 ସେନ୍ତାରିସେ ସନିଅମନ୍ ଜନ୍ ବାଁକା ବାଜାଇବାଇ, ଜଦି ତାର୍ ସବଦ୍ ଟିକ୍ ନାଇ, ଜୁଇଦେ ଜିବାଜେ କେ ମିସା ଜାଗ୍ରତ୍ ନ ଅଅତ୍ ।
ସେନ୍ତାରିସେ ବାଉଁସି ଆରି ଡୁଡୁଙ୍ଗା ପାରା ଜିବନ୍ ନ ରଇବା ବାଇଦ୍ ବିସଇ ବାବିଦେକୁ, ସେଟା ଜଦି ବାଜନ୍ତେଇ ବିନ୍ ସର୍ ନ ରଇଲେ, ସେଟା ବାଜ୍ଲାନି ବଲିକରି ଜାନି ନଏ ।