9 ସେନ୍ତାରିସେ ନ ବୁଜ୍ବା କାତା କଇଲେ, ତମେ କାଇଟା କାତା ଅଇଲାସ୍ନି ବଲି କେ ବୁଜି ନାପାରତ୍ । ତମର୍ କାତା ପବନ୍ ଉଡାଇନେଲା ପାରା ଅଇସି ।
ଏ ଜଗତେ କେତେକ୍ କେତେକ୍ ବାସା ଆଚେ । ଆରି ସେଟାର୍ ସବୁର୍ ଅରତ୍ ଆଚେ ।
ମୁଇ ଏନେତେନେ ନ ଦେକି ସାରାସାରି କେଟ୍ବାଟାନେ ପାଲାଇବା ଲକର୍ ପାରା ଆଚି । ମୁଇ ଗଟେକ୍ ବିଦା ସଙ୍ଗ୍ ଜୁଇଦ୍ କର୍ବା ଲକର୍ପାରା, ଜେକି ତାର୍ ବିଦା ମାର୍ଲେ ପାଇସି ଆକା ।