11 ଅଇଲେ ମିସା ମୁଇ ସୁବ୍କବର୍ ଜାନାଇଲେ କି ସେମନ୍ ଜାନାଇଲେ ମିସା କିଚି ବିନ୍ ନାଇ । କାଇକେବଇଲେ ଆମେ ସବୁ ଜାନାଇବାଟା ଗଟେକ୍ ବିସଇସେ । ସେଟା ତମେ ବିସ୍ବାସ୍ କରିଆଚାସ୍ ।
ଅଇଲେ ମିସା, ପର୍ମେସରର୍ ଜିବନ୍ ଦୁକାଇଲାଟାନେଅନି ମୁଇ ଏବେ ଏନ୍ତାରି ଆଚି । ତାର୍ ଜିବନ୍ ଦୁକାଇଲାଟା ମକେ ଦାରି ଆଚେ ବଲି ଜାନା ପଡ୍ଲାନି । କାଇକେବଇଲେ ମର୍ ସଙ୍ଗର୍ ପେରିତ୍ ମନର୍ଟାନେଅନି ମୁଇ ଅଦିକ୍ କାମ୍ କରିଆଚି । ମାତର୍ ସେଟା ମର୍ ନିଜର୍ ବପୁସଙ୍ଗ୍ ନାଇ, ପର୍ମେସର୍ ଜିବନ୍ ଦୁକାଇ ମକେ ସାଇଜ କଲା ।
ଜଦି କିରିସ୍ଟକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଆଚେ ବଲି ଆମେ ସିକାଇଲୁନି, ତେବେ କାଇକେ ତମର୍ ବିତ୍ରେ କେତେଲକ୍, ମଲା ଲକ୍ମନର୍, ଆରି ତରେକ୍ ଜିବନ୍ ଅଇବାଟା ନଏଁ, ବଲି କଇଲାସ୍ନି ?
କାଇକେବଇଲେ କୁରୁସ୍ କାଟେ ମରିରଇବା ଜିସୁ କିରିସ୍ଟକେ ଚାଡି ଆରି ବିନ୍ ବିସଇ ତମ୍କେ ନ କଇ ବଲି ମୁଇ ଟିକ୍ କଲି ।