17 ଜଦି କିରିସ୍ଟକେ ଉଟାଏ ନାଇ, ତେବେ ତମର୍ ବିସ୍ବାସ୍ କର୍ବାଟା ଚୁଚାଇସେ । ଆରି ତମେ ଏବେ ଜାକ ନିଜର୍ ନିଜର୍ ପାପେ ଆଚାସ୍ ।
ଇସ୍ରାଏଲର୍ ଲକ୍ମନ୍ ତାକର୍ ପାପେଅନି ବାଅଡତ୍ ଆରି ପାପ୍ କେମା ଅଅତ୍ ବଲି ପର୍ମେସର୍ ତାକେ ତାର୍ ଉଜା ବାଟେ ବସାଇଆଚେ । ଜେନ୍ତିକି ସେ ଆମର୍ ସାସନ୍କାରିଆ ଆରି ରକିଆକର୍ବା ଲକ୍ ଅଇସି ।
ମାପ୍ରୁ ଜିସୁ ଆମର୍ ପାପର୍ ଲାଗି ମରିରଇଲା ଆରି ପରମେସରର୍ତେଇ ଆମ୍କେ ଦରମ୍ ଲକ୍ କରାଇବାକେ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ।
ଆମେ ପରମେସରର୍ ସତ୍ରୁ ରଇଲାବେଲେ ତାର୍ ପିଲା ଆମର୍ ପାଇ ଜିବନ୍ ଦେଲା । ତେଇଅନି ପରମେସର୍ ସଙ୍ଗ୍ ଆମେ ଆରିତରେକ୍ ଜଡିଅଇଲୁ । ତାର୍ ସଙ୍ଗ୍ ଆରିତରେକ୍ ଜଡିଅଇଲା ପଚେ, ଏବେ କିରିସ୍ଟର୍ ଜିବନର୍ ଲାଗି ଆମେ ରକିଆ ପାଇବାକେ କେତେକ୍ ଅଦିକ୍ ନ ପାଉ ?
ଆରି, ଜଦି କିରିସ୍ଟକେ ମଲାତେଇ ଅନି ଉଟାଏ ନାଇ, ତେବେ ଆମେ ଜାନାଇବାଟା ଚୁଚାଇସେ, ତମେ ବିସ୍ବାସ୍ କର୍ବାଟା ମିସା ଚୁଚାଇସେ ।
ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ, କିରିସ୍ଟକେ ମିସା ଉଟାଏ ନାଇ ।
ଜଦି ଏ ସୁସମାଚାର୍ ତମେ ଡାଟ୍ ସଙ୍ଗ୍ ଦାରିରଇସା, ତେବେ ଉଦାର୍ ପାଇସା, ନଇଲେ ତମେ ବେକାର୍ ବିସ୍ବାସି ଅଇ ଆଚାସ୍ ।
ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।