21 କାଇକେବଇଲେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍ ମର୍ବାର୍ଆଚେ । ସେନ୍ତାରିସେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍କେ ମଲାତେଇଅନି ଉଟାଅଇସି ।
ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ ।
ଜେନ୍ତି ଆଦମର୍ ବଁସେଅନି ଆଇଲା ଲକ୍ମନ୍ ମର୍ବାଇ, ସେନ୍ତାରିସେ କିରିସ୍ଟର୍ତେଇ ରଇଲା ସବୁଲକ୍ ଜିବନ୍ ଅଇ ଉଟ୍ବାଇ ।