୧ମ କରନ୍ତିୟ 15:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ଏ ମର୍ ବାଇବଇନିମନ୍ ଦିନ୍କେ ଦିନ୍, ଲକ୍ମନ୍ ମକେ ମରାଇବାକେ ଚେସ୍ଟା କଲାଇନି । ମୁଇ ଏଟା କାଇକେ କଇଲିନି ବଇଲେ, ତମର୍ଟାନେ ମର୍ ଜନ୍ ବଡ୍ପନ୍ ଆଚେ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଟାନେ ଆମର୍ ଜିବନ୍ ମିସିରଇଲାଜେ ମୁଇ କଇଲିନି । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।