41 ବେଲ୍ ତାର୍ ନିଜର୍ ଇସାବେ ସୁନ୍ଦର୍ ଆଚେ । ସେନ୍ତାରିସେ ଜନ୍ ତାରାମନ୍ ମିସା ନିଜର୍ ନିଜର୍ ଇସାବେ ସୁନ୍ଦର୍ ଆଚତ୍ ।
ସେ ରାଜା ତାକେ ମିସା କଇଲା “ତକେ ସାସନ୍ କର୍ବାକେ ପାଁଚ୍ଟା ଗଡ୍ ସର୍ପିଦେଲିନି ।”
ସେନ୍ତିସେ ସର୍ଗେ ରଇବାଟାମନ୍ ଆରି ଦର୍ତନି ରଇବାଟାମନ୍ ଆଚତ୍ । ଜେନ୍ତିକି ସର୍ଗେ ରଇବାଟାମନର୍ ସୁନ୍ଦର୍ ଗଟେକ୍ ରକାମ୍, ଦର୍ତନି ରଇବାଟାମନର୍ ବିନ୍ ବିନ୍ ରକାମ୍ ।
ସେନ୍ତାରିସେ ଆମର୍ ଗାଗଡ୍ ଆରି ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ଦୁଇଟାଜାକ ବିନ୍ ଆଚେ । କାଇକେବଇଲେ ଆମର୍ ଗାଗଡ୍ ଏବେ ମରିକରି କୁଇଜାଇସି । ମାତର୍ ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ସେଟା କେବେ ନ ମରେ ।