୧ମ କରନ୍ତିୟ 15:45 - ସତିଅର୍ ବାଟ୍ ନୁଆ ନିୟମ୍ 202045 ଜେନ୍ତାରିକି ଲେକା ଅଇଲାଆଚେ, ପର୍ତୁମ୍ ମୁନୁସ୍ ଜେ କି ଆଦମ୍, ତାକେ ତିଆର୍ କରି ଜିବନ୍ ଦେଇରଇଲା, ମାତର୍ ସାରାସାରିପଚର୍ ଆଦମ୍ ନ ସାର୍ବା ଜିବନ୍ ଦେବା ଆତ୍ମା ଅଇଲା । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।