52 ଗଟେକ୍ ଲକ୍ ଆଁକି ମିଟ୍କା ମାର୍ଲା ବିତ୍ରେ ସେଟା ଗଟ୍ସି । ସାରାସାରିର୍ ମଇରି ବାଜ୍ଲା ବେଲେ ମଲା ଲକ୍ମନ୍ ଜିବନ୍ ଅଇ ଉଟ୍ବାଇ । ସେମନ୍ ଆରି କେବେ ମିସା ନ ମରତ୍ ଆରି ଆମେ ସବୁ ବଦ୍ଲି ଜିବୁ ।
ବଡ୍ ମଇରି ବାଜ୍ସି । ଆରି ଗୁଲାଇ ସରଗର୍ ଗଟେକ୍ କନେ ଅନି ବିନ୍ ବିନ୍ କନେ ରଇବା ମର୍ ବାବା ବାଚି ରଇବା ଲକ୍ମନ୍କେ ଟୁଲିଆଇବାକେ ମୁନୁସ୍ ପିଲା ମୁଇ ମର୍ ଦୁତ୍ମନ୍କେ ପାଟାଇବି ।
ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
ତମେ ଏଟାର୍ପାଇ କାବା ଉଆନାଇ, ଏନ୍ତି ବେଲା ଆଇଲାନି, ମରିକରି ତପିଅଇଲା ସବୁ ଲକ୍ମନ୍ ମର୍ କଁଟ୍ସର୍ ସୁନ୍ବାଇ ।
ମାତର୍ ଗଟେକ୍ ଗଟେକ୍ ଲକ୍ ଆଗାପଚା ଇସାବେ ଉଟ୍ବାଇ । ପର୍ତୁମ୍ କିରିସ୍ଟ ତାର୍ପଚେ ସେ ଆଇବା ଦିନେ ଜେତ୍କି ଲକ୍ ସବୁ ତାର୍ଲଗେ ରଇଲାଇ ।
ସେନ୍ତାରିସେ ଆମର୍ ଗାଗଡ୍ ଆରି ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ଦୁଇଟାଜାକ ବିନ୍ ଆଚେ । କାଇକେବଇଲେ ଆମର୍ ଗାଗଡ୍ ଏବେ ମରିକରି କୁଇଜାଇସି । ମାତର୍ ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ସେଟା କେବେ ନ ମରେ ।
ଏ ବାଇବଇନିମନ୍, ମୁଇ କଇବା ଅରତ୍ ଅଇଲାନି ବନି ମାଉଁସ୍ ରଇବା ଗାଗଡ୍ ପର୍ମେସରର୍ ରାଇଜେ ମିସିନାପାରତ୍ । ଆରି ଜନ୍ ଗାଗଡ୍ ମର୍ବାଇ, ସେମନ୍କେ ନ ସାର୍ବା ଜିବନ୍ ଦେଇ ନଏଁ ।
ଏବେ ଆମେ ତମ୍କେ ଜନ୍ ସିକିଆ ଦେଲୁନି, ସେଟା ମାପ୍ରୁର୍ ସିକିଆ । ମାପ୍ରୁ ଆଇବା ବେଲେ ଜେତ୍କି ଲକ୍ ଆମେ ନ ମରିକରି ଜିଇ ଆଚୁ, ଆମେ ଦେକ୍ବା ଆଗ୍ତୁ ମରିଜାଇରଇବା ବିସ୍ବାସିମନ୍ ମାପ୍ରୁକେ ଦେକ୍ବାଇ ।
ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
ତାର୍ପଚେ ମୁଇ ଆରି ଦେକ୍ଲି ଆରି ଏଦେ ଦେକା ! ଗଟେକ୍ ଗିଦ୍ ବେସି ଉପ୍ରେ ଉଡ୍ତେରଇଲା । ଆରି ଆଉଲି କଇତେରଇଲା, “କାଇ ଇନସ୍ତା, କାଇ ଇନସ୍ତା । ଜେଡେବେଲେ ବାକି ତିନ୍ଟା ଦୁତ୍ମନର୍ ମଇରି ଟାନେଅନି ସବଦ୍ ଆଇଲାବେଲେ, ଦର୍ତନି ଟାନେ ରଇବା ସବୁ ଲକ୍ମନର୍ ପାଇ କେତେକ୍ ଇନସ୍ତା ଅଇସି ।”
ତାର୍ପଚେ ପର୍ମେସରର୍ ମୁଆଟେ ସାତ୍ଟା ଦୁତ୍ମନ୍କେ ଟିଆଅଇ ରଇଲାଟା ମୁଇ ଦେକ୍ଲି । ସେ ମନ୍କେ ସାତ୍ଟା ମଇରି ଦିଆଅଇ ରଇଲା ।