53 କାଇକେବଇଲେ ଆମର୍ ଏ ମର୍ବା ଗାଗଡ୍ ନ ମର୍ବା ଗାଗଡ୍ ଅଇ ବାଦ୍ଲିଜାଇସି ।
ସତ୍ ପରମେସର୍କେ ନ ନାମିକରି ନସିଜିବା ମୁନୁସ୍, ପସୁ, ଚଡଇ, ସାଁପ୍ପାରା ପୁତ୍ଲା ତିଆର୍ କରି ସେଟାମନ୍କେ ପୁଜା କଲାଇନି ।
ଜନ୍ ଲକ୍ମନ୍ ଡାକ୍ପୁଟା, ସନ୍ମାନ୍ ଆରି ଅମର୍ ଅଇବା ଆସାଇ ମୁର୍ଚିକରି ସତ୍କାମ୍ କରିଜିବାଇ, ସେମନ୍କେ ପରମେସର୍ ନ ସାର୍ବା ଜିବନ୍ ଦେଇସି ।
ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ପର୍ମେସର୍ ତମ୍କେ ତାକର୍ ଗୁନ୍ଚଲନ୍ ପାରା ରଇବା ନୁଆ ଗୁନ୍ଚଲନ୍ ଦେଲାଆଚେ । ତେବର୍ପାଇ ସେ ରକାମ୍ ଚଲାଚଲ୍ତି କରା । ପୁରାପୁରୁନ୍ ଦରମ୍ ଅଇକରି ସୁକଲ୍ ଅଇରୁଆ ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।