55 ତେବେ ଆମେ କଇ ପାର୍ବୁ, ଅଇରେ ମରନ୍ ! ତୁଇ କେନେ ଜିତ୍ଲୁସ୍ ? ଅଇରେ ମରନ୍ ! କେନେ ତର୍ ବପୁ ?
ଆରି ସେ ନରକ୍ କୁଣ୍ଡେ ଗାଲା । ତେଇ ସେ ବେସି କସ୍ଟ ପାଇବାବେଲା ଉପ୍ରେ ସରଗ୍ପୁରେ ଦେକ୍ଲେ ଲାଜାର୍ ଅବ୍ରାଆମର୍ ଲଗେ ବସି ଆଚେ ।
କାଇକେ ବଇଲେ ତୁଇ ମକେ ମଲାଲକ୍ମନର୍ ଜାଗାଇ ଚାଡି ନ ଦିଆସ୍ । ତମର୍ ସୁକଲ୍ ଦାଙ୍ଗ୍ଡାକେ ସମାଦିଟାନେ କୁଇବାକେ ନ ଚାଡାସ୍ ।
ସେ କଇଲା, “ତମେ କେ ମାପ୍ରୁ ?” “ତୁଇ ଜାକେ ସାଦ୍ଲୁସ୍ନି, ସେ ଜିସୁ ମୁଇ ।
ଆଦମର୍ ବେଲାଇଅନି ମସାର୍ ବେଲା ଜାକ, କେ ଆଦମର୍ ପାରା କାତା ନ ମାନି, ସେ କରି ରଇବା ପାପ୍ ପାରା ନ କରିରଇଲେ ମିସା, ସବୁ ଲକ୍ ମଲାଇ । ଜେ ଆଇବାର୍ ରଇଲା, ସେ ଆଦମର୍ ଗଟେକ୍ ରୁପ୍ ।
ଆମର୍ ପାପେଅନି ଆମ୍କେ ବାଦ୍ବା ବପୁ ମରନ୍ ପାଇଲା ଆଚେ । ଆରି ପର୍ମେସରର୍ ନିୟମ୍ ନ ମାନ୍ଲାତେଇଅନି ପାପ୍ ବପୁ ପାଇସି ।
ବିସ୍କାକ୍ଡା ମନର୍ ପାରା ସେମନର୍ ଲେଞ୍ଜ୍ ଗଜିଆ ରଇଲା । ଆରି ବିସ୍କାକ୍ଡା ପାରା ଚାବ୍ତେରଇଲା । ପାଁଚ୍ମାସ୍ ଜାକ ଲକ୍ମନ୍କେ ନସାଇବାକେ ତାକର୍ ଲେଞ୍ଜର୍ ବପୁ ରଇଲା ।