7 ତାର୍ପଚେ ସେ ଜାକୁବ୍କେ ଆରି ସବୁ ପେରିତ୍ମନ୍କେ ଦର୍ସନ୍ ଦେଲା ।
ସେଦାପ୍ରେ ସେମନ୍ ଦୁଇଲକ୍ ଉଟିକରି ଜିରୁସାଲାମେ ବାଉଡି ଉଟିଗାଲାଇ । ତେଇ ଜିସୁର୍ ଏଗାର୍ଟା ସିସ୍ମନ୍ ଆରି ବିନ୍ଲକ୍ମନ୍ କାତାବାର୍ତା ଅଇତେରଇଲାଟା ଦେକ୍ଲାଇ ।
ସେ ଦୁଇଲକ୍ ଏନ୍ତି କଇବା ବେଲେ ଏଦେ ଦେକା ! ମାପ୍ରୁ ନିଜେ ସେମନର୍ ମଜାଇ ଟିଆଅଇଦେଲା । ଆରି ସେମନ୍କେ କଇଲା, “ତମ୍କେ ସାନ୍ତି ଅ ।”
ତାର୍ପଚେ ଜିସୁ ସେମନ୍କେ ବେତ୍ନିଆ ନାଉଁର୍ ଜାଗାଇ ଜିବା ବାଟ୍ଜାକ ଡାକିନେଲା । ଆରି ସେମନ୍କେ ଆତ୍ ଟେକି ଆସିର୍ବାଦ୍ କଲା ।
ସେ ଆତ୍ ସାଗିଆକରି ସେମନ୍କେ ଚିମ୍ରା ଅଇବାକେ କଇଲା । ଆରି ମାପ୍ରୁ କେନ୍ତି ତାକେ ବନ୍ଦି ଗରେଅନି ବାର୍କରାଇ ଆନ୍ଲା, ସେ ବିସଇ ସେମନ୍କେ କଇଲା । ତାର୍ ପଚେ ଏ ସବୁ କାତା ଜାକୁବ୍ ଆରି ବିନ୍ ସବୁ ବାଇମନ୍କେ ଜାନାଆ ବଲି କଇଲା । ପଚେ ସେ ତେଇଅନି ବିନ୍ବାଟେ ଉଟିଗାଲା ।