୧ମ କରନ୍ତିୟ 15:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସେ ଦର୍ସନ୍ ଦେଲା ଲକ୍ମନର୍ ବିତ୍ରେ ସାରାସାରି ମୁଇ ରଇଲି । ସବୁର୍ ପଚେ, ଦିନ୍ ନ କେଟ୍ତେ, ଜନମ୍ ଅଇଲା ପିଲା ପାରା ମକେ ମିସା ଦର୍ସନ୍ ଦେଲା । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”