୧ମ କରନ୍ତିୟ 16:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଏନ୍ତାରି ଦାଇତ୍ ନେବା ଲକ୍ମନର୍ ତଲିଆ ରୁଆ । ଆରି ସେମନର୍ ସଙ୍ଗ୍ ସେବା କର୍ବା ଲକ୍ମନର୍ ତଲିଆ ଉଆ । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।