4 ଜଦି ମର୍ ଜିବାକେ ଦର୍କାର୍ ଅଇସି ବଇଲେ ସେମନ୍ ମର୍ସଙ୍ଗ୍ ଜାଇପାରତ୍ ।
ଏବେ ମୁଇ ପର୍ତୁମ୍ ଜିରୁସାଲମେ ଗାଲିନି । କାଇକେବଇଲେ ତେଇର୍ ବିସ୍ବାସିମନ୍କେ ସେବାକାମେ ସାଇଜ କର୍ବା କେତେକ୍ ଡାବୁ ନେଇଦେବାକେ ମକେ କଇଲାଇ ଆଚତ୍ ।
ମୁଇ ଆଇଲାବେଲେ ତମେ ବାଚିରଇବା ଲକ୍ମନ୍କେ ଗଟେକ୍ ଚିଟି ଲେକିଦେବି ଆରି ସେମନ୍ ଜମାଇଲା ଡାବୁ ଆରି ସେମନ୍କେ ଜାନାଇବା ଚିଟି ଦାରି, ଜିରୁସାଲାମ୍ ଜିବାଇ ।
ମାତର୍ ମୁଇ ଏବେ ମାକିଦନିଆଇ ଗାଲିନି । ତେଇଅନି ଜାଇ ଆଇଲେ ତମର୍ ଲଗେ ଆଇବି ।
କାଲି ସେତ୍କିରେ ନଏଁଁ, ତମେ ଦେଇରଇବା ଆଲାଦର୍ ଦାନ୍ ଆମେ ଲଡା ରଇବା ବାଇମନର୍ ଲଗେ ନେବାବେଲେ, ଆମର୍ ସଙ୍ଗ୍ ଜିବାକେ ସବୁ ବିସ୍ବାସିମନ୍ ତାକେ ବାଚିକରି ପାଟାଇଆଚତ୍ । ଏଟା ପର୍ମେସର୍ ଡାକ୍ପୁଟା ପାଇବାକେ ଆରି ତମ୍କେ ସାଇଜ କର୍ବାକେ ଆମେ ସାର୍ଦା ଅଇକରି ଏନ୍ତାରି କଲୁନି ।
ଜିଉଦା ଦେସେ ରଇବା ପର୍ମେସରର୍ ଲକ୍ମନ୍କେ ସାଇଜ କର୍ବାକେ ସେମନ୍ ମିସା ମିସତ୍ ବଲି ଆମ୍କେ ବାବୁଜିଆ କଲାଇ ।