୧ମ କରନ୍ତିୟ 16:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଇତି ମର୍ ବିରଦେ ବେସିଲକ୍ ରଇଲେ ମିସା, ସପଲ୍ ଅଇବା କାମ୍ କର୍ବାକେ ମର୍ ପାଇ ଦୁଆର୍ ଉଗାଡି ଅଇଆଚେ । အခန်းကိုကြည့်ပါ။ |
ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ ।