୧ମ କରନ୍ତିୟ 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମାତର୍ ଆମ୍କେସେ ପର୍ମେସର୍ ତାର୍ ଟିକିନିକି ବିସଇ ଜାନାଇଆଚେ । ସେ ସୁକଲ୍ ଆତ୍ମାସେ ସବୁ ବିସଇ ସିକାଇସି ଆରି ତାର୍ ବିତ୍ରେ ରଇବା ଟିକିନିକି ଚିନ୍ତା ମିସା କର୍ସି । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।