୧ମ କରନ୍ତିୟ 2:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତେବେ ସେ ସବୁ ବିସଇ ମିସା ଆମେ ଜଗତର୍ ଗିଆନ୍ ଇସାବେ ସିକାଉନାଇ, ମାତର୍ ଜନ୍ ବିସଇ ଆମ୍କେ ପର୍ମେସରର୍ ସୁକଲ୍ ଆତ୍ମା ସିକାଇଲା ଆଚେ, ସେ ବିସଇ ଆକା ସିକାଇଲୁନି । ଜନ୍ ଲକ୍ମନ୍ ସୁକଲ୍ ଆତ୍ମା ପାଇଆଚତ୍, ସେ ଲକ୍ମନ୍କେ ଏ ଆତ୍ମାର୍ ବିସଇ ସିକାଇଲୁନି । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।