୧ମ କରନ୍ତିୟ 2:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମାତର୍ ଜନ୍ଲକ୍ମନ୍ ଆତ୍ମା ପାଇଆଚତ୍, ସେ ସବୁ ବିସଇର୍ ମୁଲିଅ, ସତ୍ ବାବେ ବିଚାର୍ କର୍ସି । ଏଲେ ମିସା ତାକେ କେ ବିଚାର୍ ନ କରତ୍ । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।