୧ମ କରନ୍ତିୟ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଜେନ୍ତିକି ତମର୍ ବିସ୍ବାସ୍ ମୁନୁସର୍ ଗିଆନ୍ ଉପ୍ରେ ନ ରଇକରି ପର୍ମେସରର୍ ବପୁ ଉପ୍ରେ ବାନ୍ଦିଅଇ ରଅ । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।