୧ମ କରନ୍ତିୟ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତେବର୍ପାଇ ମର୍ ସିକିଆ ଆରି ମୁଇ ସୁନାଇବା ବାକିଅ, ମର୍ ନିଜର୍ ଗିଆନେ ଅନି ନ ରଇଲା । ଚାଲାକି କାତା କଇକରି ମୁଇ ସୁନାଇଲାଟା ତମ୍କେ ବିସ୍ବାସ୍ କରାଇନାଇ । ମାତର୍ ପର୍ମେସରର୍ ଆତ୍ମା ଆରି ତାର୍ ବପୁ ସଙ୍ଗ୍ ମୁଇ କଇଲା ବିସଇ ସତ୍ ବଲି ଜାନାପଡ୍ଲା । အခန်းကိုကြည့်ပါ။ |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।