୧ମ କରନ୍ତିୟ 2:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏଲେମିସା ଆମେ ଜେଡେବଲ୍ ଆତ୍ମାଇ ବଡିରଇବା ବିସ୍ବାସିମନର୍ ସଙ୍ଗ୍ ରଇଲାବେଲେ ଗିଆନର୍ କାତା କଇଲୁନି । ମାତର୍ ସେଟା ଏ ଜୁଗର୍ ଗିଆନ୍ ନଏଁ କି ଏ ଜୁଗର୍ ନସ୍ଟ ଅଇଜାଇରଇବା ନେତାମନର୍ ଗିଆନ୍ ନଏଁ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।