୧ମ କରନ୍ତିୟ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ନାଇ, ଜନ୍ ଗିଆନର୍ ବିସଇ ଆମେ କଇଲୁନି, ସେଟା ପର୍ମେସରର୍ ଟିକିନିକି ଗିଆନର୍ କାତା । ପୁର୍ବେ ପର୍ମେସର୍ ତାର୍ ଜଜ୍ନା କାକେ ମିସା ଜାନାଏ ନାଇ । ସେ ଜଜ୍ନା ଇସାବେ, ପଚ୍କେ ଆମର୍ ମଇମାର୍ପାଇ ସେ ବାଚିରଇଲା । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।