୧ମ କରନ୍ତିୟ 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ବାଇବଇନିମନ୍, ମୁଇ କରନ୍ତିୟତେଇ ରଇଲାବେଲେ ସୁକଲ୍ଆତ୍ମା ପାଇଲା ଲକ୍ମନର୍ ଇସାବେ ତମ୍କେ କାତା ଅଇ ନାପାର୍ଲି । ମାତର୍ ନିଜେ ମନ୍କଲା ଇସାବେ ରଇବା ଲକ୍ମନର୍ ଇସାବେସେ କାତା ଅଇଲି । କାଇକେ ବଇଲେ ତମେ ସେବେଲେସେ, ବିସ୍ବାସ୍ କର୍ବାକେ ମୁଲିଆଇ ରଇଲାସ୍ । କିରିସ୍ଟର୍ ତେଇ କଅଁଲା ପିଲାମନର୍ ପାରା । အခန်းကိုကြည့်ပါ။ |