11 କାଇକେବଇଲେ, ଜନ୍ କୁନାଦି ତିଆର୍ ଅଇସାର୍ଲା ଆଚେ, ତାକେ ଚାଡି ଅଲ୍ଗା କୁନାଦି କେ ମିସା ତିଆର୍ କରି ନାପାରତ୍ । ସେ କୁନାଦିର୍ ମୁଲ୍ ପାକ୍ନା ଅଇଲାନି ଜିସୁକିରିସ୍ଟ ।
ସେଟାର୍ପାଇ ମୁଇ ତକେ କଇଲିନି, ତୁଇ ପିତର୍, ଜାର୍ ଅରତ୍ କି ପାକ୍ନା । ଏ ପାକ୍ନା ଉପ୍ରେ ମୁଇ ମର୍ ମଣ୍ଡଲି ତିଆର୍ କର୍ବି । ଜେନ୍ତିକି ମରନ୍ ପାରା ବପୁ ମିସା ତାକେ କାଇ କରିନାପାରେ ।
ପର୍ମେସର୍ ମକେ ଦେଇରଇବା ତାର୍ ଜିବନ୍ ଦୁକାନି ଇସାବେ ମୁଇ ଗଟେକ୍ ସବୁ ଜାନିରଇବା ଗର୍ ତିଆର୍କରୁ ପାରା କୁନାଦି ବସାଇଆଚି । ସେବେଲେଅନି ବିନ୍ ଲକ୍ ତାର୍ ଉପ୍ରେ ତିଆର୍ କଲାନି । ମାତର୍ ତିଆର୍ କର୍ବା ବେଲେ ତମେ, ଗଟେକ୍ ଗଟେକ୍ ଲକ୍ ଜାଗ୍ରତ୍ ରଇବାର୍ ଆଚେ ।
ମାତର୍ କେତେକ୍ ଗର୍ ବାନ୍ଦୁମନ୍ କୁନାଦି ଉପ୍ରେ ସୁନା, ରୁପା ଆରି ବେସି ଦାମ୍ ଅଇବା ପାକ୍ନା ସଙ୍ଗ୍ ବାନ୍ଦ୍ଲାଇନି । ଆରି କେତେକ୍ ଲକ୍ ଦାରୁ, ଗାଁସ୍ ଆରି ପିରି ସଙ୍ଗ୍ କୁନାଦି ଉପ୍ରେ ବାନ୍ଦ୍ଲାଇନି ।
ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ ।
ଅଇଲେମିସା ପର୍ମେସର୍ ଜନ୍ କୁନାଦି ବସାଇଆଚେ, ସେଟା ଡାଟ୍ସେ ରଇସି । ସେ କୁନାଦି ଉପ୍ରେ ଏନ୍ତାରି ଲେକା ଅଇଲାଆଚେ, “ମାପ୍ରୁ ତାର୍ ନିଜର୍ ଲକ୍କେ ଜାନେ, ଆରି ଜେତ୍କିଲକ୍ ସବୁ ଆମେ ମାପ୍ରୁର୍ ଲକ୍ ବଲାଇଅଇଲାଇନି, ସେମନ୍ ବୁଲ୍ କାମେ ଅନି ଦୁରିକେ ରଅତ୍ ।”
ତେବର୍ପାଇ କିରିସ୍ଟର୍ ଲଗେ ଆସା । ସେ, ଗର୍ ଡାଟ୍ କର୍ବା ଜିବନ୍ ପାକ୍ନା ପାରା ଆଚେ । ଏ ପାକ୍ନା, କାଇ ମୁଲିଅ ନାଇ ବଲି, ଲକ୍ମନ୍ ଚାଡିଦେଇରଇଲାଇ । ମାତର୍ ପର୍ମେସର୍ ସେଟାକେସେ, ବେସି ମୁଲିଅ ରଇବାଟା ବଲି ବାଚିଆଚେ ।