୧ମ କରନ୍ତିୟ 3:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମାତର୍ କେତେକ୍ ଗର୍ ବାନ୍ଦୁମନ୍ କୁନାଦି ଉପ୍ରେ ସୁନା, ରୁପା ଆରି ବେସି ଦାମ୍ ଅଇବା ପାକ୍ନା ସଙ୍ଗ୍ ବାନ୍ଦ୍ଲାଇନି । ଆରି କେତେକ୍ ଲକ୍ ଦାରୁ, ଗାଁସ୍ ଆରି ପିରି ସଙ୍ଗ୍ କୁନାଦି ଉପ୍ରେ ବାନ୍ଦ୍ଲାଇନି । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।