୧ମ କରନ୍ତିୟ 3:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କିରିସ୍ଟ ଆରି ତରେକ୍ ଆଇବା ଦିନେ ଗଟେକ୍ ଗଟେକ୍ ଲକର୍ କରିରଇବା ସବୁ କାମ୍ କେନ୍ତାଟା ବଲି ଜଇଟାନେ ଜାନାପଡିଜାଇସି । ସେଟା ଗଟେକ୍ ଏନ୍ତି ବେଲା ଆଇସି ଜେଡେବେଲେ ସବୁ ଜିନିସ୍ ଜଇଟାନେ ପଡାଇ ପରିକା କରାଅଇସି । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।