୧ମ କରନ୍ତିୟ 3:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ନିଜ୍କେ ମିସା ନାଡାଇ ନ ଉଆ । ଜେ ଜଦି ମୁଇ ଜଗତର୍ ଇସାବେ ଗିଆନ୍ ରଇବାଲକ୍ ବଲି ମନେ ମନେ ବାବ୍ସି, ତେବେ ସେ ସତ୍ ଗିଆନ୍ ପାଇବାକେ ଆଲେ, କାଇଟା ନାଜାନ୍ଲା ବକୁଆ ଲକର୍ପାରା ଅଇବାର୍ ଆଚେ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।