୧ମ କରନ୍ତିୟ 3:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ସେ ଇସାବେ ଦେକ୍ଲେ ଆପଲ୍ କେ ? ଆରି ମୁଇ ମିସା କେ ? ଆମେତା ଅବ୍କା ସେବା କରୁମନ୍ । ଜେନ୍ତିକି ତମ୍କେ ବିସ୍ବାସ୍ କର୍ବାକେ ଆମେ ସାଇଜ କଲୁ । ପର୍ମେସର୍ ଆମ୍କେ ଜନ୍ କାମ୍ କର୍ବାକେ ଦେଇରଇଲା, ଆମେ ସେ କାମ୍ କରିଆଚୁ । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।