୧ମ କରନ୍ତିୟ 3:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଆମେ ପର୍ମେସର୍ ସଙ୍ଗ୍ କାମ୍ କର୍ବା କୁଲିଆର୍ ମନ୍ । ଆରି କରନ୍ତିୟର୍ ବିସ୍ବାସିମନ୍ ତମେ, ପର୍ମେସର୍ ଚାସ୍ କର୍ବା ଜମି, ଆରି ତାର୍ ଗର୍ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”