୧ମ କରନ୍ତିୟ 4:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବେ ତମେ ଆମ୍କେ କିରିସ୍ଟର୍ ସେବା କରୁମନ୍ ବଲି ନାମ୍ବାର୍ ଆଚେ । ଆରି ପର୍ମେସର୍ ଆମ୍କେ ଟିକିନିକି ସତ୍ ବିସଇର୍ ବାଣ୍ଡାର୍ଗରିଆର୍ ଦାଇତ୍ ଦେଲାଆଚେ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
ମୁଇ ଜଦି ବଡ୍ପନ୍ ଅଇ କାତା ଅଇବାକେ ମନ୍ କଲେ, ସେଟା ବୁଦି ନ ରଇଲା ଲକ୍ ବଡ୍ପନ୍ ଅଇଲାପାରା ନ ଅଏ । ମୁଇ କଇବାଟା ସବୁ ସତ୍ । ମାତର୍ ମୁଇ ବଡ୍ପନ୍ ଅଇକରି କାତା ନ ଅଇ । କାଇକେବଇଲେ ଲକ୍ମନ୍ କେଡେବେଲେ ମିସା ମକେ ମୁଇ ଜେତ୍କି ଆଚି, ତାର୍ତେଇଅନି ଅଦିକ୍ ଗଟେକ୍ ବଡ୍ ଲକ୍ ଇସାବେ ଦେକ୍ବାଇ । ମୁଇ କର୍ବା କାମ୍ ଦେକିକରି ଆରି ମୁଇ କଇବା କାତା ସୁନିକରିସେ ସେମନ୍ ମାନ୍ବାଇ ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”