୧ମ କରନ୍ତିୟ 4:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ମୁଇ ତମ୍କେ ଲାଜ୍ କରାଇବାକେ ଏ ସବୁ ବିସଇ ଲେକିନାଇ, ମାତର୍ ତମ୍କେ ମର୍ ଆଲାଦର୍ ପିଲାଟକି ବଲି ଏତାଇ କରି ଚେତ୍ନା ଦେବାକେ, ଏ ସବୁ ଲେକ୍ଲିନି । အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।