୧ମ କରନ୍ତିୟ 4:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 କାଇକେବଇଲେ ତମର୍ଟାନେ କିରିସ୍ଟର୍ ବିସଇ ସିକାଇବାକେ କେତେକ୍ କେତେକ୍ ଗୁରୁ ରଇଲେ ମିସା, ବାବା ଇସାବେ ତମ୍କେ ବେସି ଲକ୍ ନାଇ । କିରିସ୍ଟ ଜିସୁର୍ତେଇ ମିସ୍ଲାର୍ ପାଇ ମୁଇ ତମର୍ ବାବା ଅଇଗାଲି । କାଇକେବଇଲେ ମୁଇ ତମ୍କେ ଜିସୁକିରିସ୍ଟର୍ ସୁବ୍କବର୍ କଇରଇଲି । အခန်းကိုကြည့်ပါ။ |