୧ମ କରନ୍ତିୟ 4:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ମାତର୍ ଜଦି ମାପ୍ରୁ ମନ୍ କଲେ ମୁଇ ଦାପ୍ରେ ତମର୍ଟାନେ ଆଇବି । ଏ ବଡ୍ପନିଆ ଲକ୍ମନ୍ କାଇ କାତା ଅଇଲାଇନି ବଲି ମୁଇ ନିଜେ ଜାନ୍ବି ଆରି ତାକର୍ ବପୁ ପରମେସରର୍ଟାନେଅନି କି ନାଇ, ସେଟା ଜାନ୍ବି । အခန်းကိုကြည့်ပါ။ |
ତମେ ସବୁଲକ୍ ନାଜାନ୍ଲା ବାସାଇ କାତା ଅଇଲେ ମୁଇ ସାର୍ଦା ଅଇବି । ମାତର୍ ପର୍ମେସରର୍ ବାକିଅ ଜାନାଇବାକେ ବପୁ ଉଆ ବଲି ମୁଇ ଅଦିକ୍ ମନ୍ କଲିନି । କାଇକେବଇଲେ ପର୍ମେସରର୍ ବାକିଅ ପାଇକରି ଜାନାଇବା ଲକ୍, ନାଜାନ୍ବା ବାସାଇ କାତା ଅଇବା ଲକର୍ ଟାନେଅନି ମୁକିଅ । ଜଦି ମଣ୍ଡଲିର୍ କେ ମିସା ସେ କଇଲା ବିସଇର୍ ଅରତ୍ ନ ବୁଜାଇବାଜାକ ଗୁଲାଇ ମଣ୍ଡଲି ସାଇଜ ନଏଁ ।