୧ମ କରନ୍ତିୟ 4:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଆରି ସେନ୍ତାରି ଦାଇତ୍ ନେଇରଇବା ସେବାକରୁମନ୍ ସତ୍ ବାବେ କାମ୍ କର୍ବାର୍ ଆଚେ । အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।