୧ମ କରନ୍ତିୟ 4:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 କାଇକେବଇଲେ ମୁଇ ନିଜର୍ ବିରୁଦେ କାଇ ଦସ୍ କଲାଟା ମର୍ ମନ୍ ନାଜାନେ । ଅଇଲେ ମିସା ମୁଇ ଇତି କାଇ ଦସ୍ ନ କଲା ଲକ୍ ବଲି କଇନଏ । ମାତର୍ ଜେ ମକେ ବିଚାର୍ କର୍ସି, ସେ ମାପ୍ରୁ । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।