୧ମ କରନ୍ତିୟ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏ ବାଇବଇନିମନ୍, ମୁଇ ଏ ସବୁ କାତା ତମେ ସିକା ବଲି, ମର୍ ବିସଇ ଆରି ଆପଲର୍ ବିସଇ ଉଦାଅରନ୍ ଦେଇ କଇଲି । ଜେନ୍ତିକି ସାସ୍ତରେ ଲେକାଅଇଲାଟାନର୍ ଅରତ୍ ତମେ ସିକ୍ସା । ସାସ୍ତରେ ଜେତ୍କି ସବୁ ଲେକା ଅଇଲାଆଚେ, ତାର୍ଟାନେଅନି ଅଦିକ୍ କରାନାଇ । ସେନ୍ତାରି କଲେ କାକେ ମିସା ନେଇକରି ବଡ୍ପନ୍ ନ ଉଆସ୍, ଆରି କାକେ ମିସା ଇନ୍ ନ କରାସ୍ । အခန်းကိုကြည့်ပါ။ |
ତେବର୍ପାଇ ବିନ୍ ଲକର୍ କାମ୍ କଲାଟା ନେଇକରି ଆମେ ନିଜେ ଡାକ୍ପୁଟା ଅଉନାଇ । ସେ କାମ୍ କର୍ବାକେ ପର୍ମେସର୍ ଆମ୍କେ ଦେଏ ନାଇ । ମାତର୍ ତମର୍ ବିସ୍ବାସ୍ ଡାଟ୍ ଅ ବଲି ଆମେ ମନ୍ କଲୁନି । ଜେନ୍ତିକି ତମର୍ ଜାଗାଇ ଆମେ କର୍ବା କାମ୍ ଅଦିକ୍ ଅଦିକ୍ ଅଇସି । କାଇକେବଇଲେ ପର୍ମେସର୍ ଆମ୍କେ ଦେଇରଇବା କାମେଅନି ଅଦିକ୍ କର୍ବାକେ ଆମେ ମନ୍ କରୁନାଇ ।
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ମୁଇ ଜଦି ବଡ୍ପନ୍ ଅଇ କାତା ଅଇବାକେ ମନ୍ କଲେ, ସେଟା ବୁଦି ନ ରଇଲା ଲକ୍ ବଡ୍ପନ୍ ଅଇଲାପାରା ନ ଅଏ । ମୁଇ କଇବାଟା ସବୁ ସତ୍ । ମାତର୍ ମୁଇ ବଡ୍ପନ୍ ଅଇକରି କାତା ନ ଅଇ । କାଇକେବଇଲେ ଲକ୍ମନ୍ କେଡେବେଲେ ମିସା ମକେ ମୁଇ ଜେତ୍କି ଆଚି, ତାର୍ତେଇଅନି ଅଦିକ୍ ଗଟେକ୍ ବଡ୍ ଲକ୍ ଇସାବେ ଦେକ୍ବାଇ । ମୁଇ କର୍ବା କାମ୍ ଦେକିକରି ଆରି ମୁଇ କଇବା କାତା ସୁନିକରିସେ ସେମନ୍ ମାନ୍ବାଇ ।
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।