୧ମ କରନ୍ତିୟ 4:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ତମ୍କେ ଦର୍କାର୍ ରଇଲା ସବୁ ବିସଇ ମିଲାଇ ଆଚାସ୍ କି ? ତମେ କାଇ ସାଉକାର୍ ଅଇସାରି ଆଚାସ୍ କି ? ଗଟେକ୍ ଗଟେକ୍ ରାଜା ଅଇଜାଇଆଚାସ୍ କି ? ଏଲେ ମିସା ଆମେ ଅଇ ନାପାର୍ଲୁନି । ସତଇସେ ତମେ ରାଜାଅଇତାସ୍ କି ? ସେନ୍ତାର୍ଆଲେ, ଆମେ ମିସା ତମର୍ ସଙ୍ଗ୍ ରଇ କାମ୍ କର୍ତୁ । အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।