୧ମ କରନ୍ତିୟ 4:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ ମୁଇ ବାବ୍ଲିନି ପର୍ମେସର୍ ଆମର୍ ପାରା ପେରିତ୍ମନ୍କେ ଦାଡିର୍ ସାରାସାରି ଜାଗା ଦେଲାଆଚେ । ଜଗତର୍ ସବୁ ଲକ୍ ଆରି ସର୍ଗର୍ ଦୁତ୍ମନ୍ ଦେକ୍ତେ ରଇବାବେଲେ ଆମେ, ବନ୍ଦି ଅଇଲା ଲକ୍ମନ୍କେ ମରାଇବାକେ ନେଲାପାରା ଆଚୁ । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।